ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଦୀପାବଳି ଅବସରରେ ଉପରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

Posted On: 20 OCT 2025 9:56PM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉପରାଷ୍ଟ୍ରପ୍ରତି ଥିରୁ ସିପି ରାଧାକ୍ରିଷ୍ଣନଙ୍କୁ ସାକ୍ଷାତ କରିଛନ୍ତି ଏବଂ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ଉପରାଷ୍ଟ୍ରପତି ଥିରୁ ସିପି ରାଧାକ୍ରିଷ୍ଣନଙ୍କୁ ସାକ୍ଷାତ କଲି ଏବଂ ପବିତ୍ର ଦୀପାବଳି ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇଲି ।”

@VPIndia

@CPR_VP

 

SR


(Release ID: 2181134) Visitor Counter : 7