ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ

प्रविष्टि तिथि: 25 OCT 2025 7:46PM by PIB Bhubaneshwar

 

 

ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”

 

SR


(रिलीज़ आईडी: 2182547) आगंतुक पटल : 17
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam