ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସଞ୍ଜୟ ରାଉତଙ୍କ ଆଶୁ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
31 OCT 2025 5:41PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ସଞ୍ଜୟ ରାଉତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ।
ଏକ୍ସର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ସଞ୍ଜୟ ରାଉତ ଜୀ ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।
@rautsanjay61”
SR
(रिलीज़ आईडी: 2185116)
आगंतुक पटल : 34
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam