ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରଙ୍ଗାରେଡି ଦୁର୍ଘଟଣାରେ ଘଟିଥିବା ପ୍ରାଣହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପିଏମଏନଆରଏଫରୁ ଅନୁକମ୍ପା ସହାୟତା ଘୋଷଣା
प्रविष्टि तिथि:
03 NOV 2025 10:49AM by PIB Bhubaneshwar
ତେଲଙ୍ଗାନାର ରଙ୍ଗାରେଡି ଜିଲ୍ଲାରେ ଦୁର୍ଘଟଣାରେ ଜୀବନହାନି ହୋଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଖ ପ୍ରକାଶ କରିଛନ୍ତି । ଶୀ ମୋଦୀ ମଧ୍ୟ ଦୁର୍ଘଟଣାର ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତଙ୍କ ପାଇଁ ୫୦ହଜାର ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;
“ତେଲଙ୍ଗାନାର ରଙ୍ଗାରେଡି ଜିଲ୍ଲାରେ ଦୁର୍ଘଟଣାରେ ଜୀବନହାନି ଗଭୀର ଦୁଃଖଦାୟକ । ଏଭଳି ଦୁଃଖର ସମୟରେ ଦୁର୍ଘଟଣାର ପ୍ରଭାବିତ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ପାଇଁ ମୋର ସମବେଦନା । ଆହତଙ୍କ ଆଶୁ ଅରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”
SR
(रिलीज़ आईडी: 2186040)
आगंतुक पटल : 25
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam