ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କାର୍ତ୍ତିକ ପୂର୍ଣ୍ଣିମା ଏବଂ ଦେବ ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
Posted On:
05 NOV 2025 10:08AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କାର୍ତ୍ତିକ ପୂର୍ଣ୍ଣିମା ଏବଂ ଦେବ ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘‘ଭାରତୀୟ ସଂସ୍କୃତି ଏବଂ ଆଧ୍ୟାତ୍ମିକତା ସହିତ ଜଡ଼ିତ ଏହି ଦିବ୍ୟ ଅବସର ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ଆଣନ୍ତୁ। ପବିତ୍ର ସ୍ନାନ, ଦାନ, ଆରତୀ ଏବଂ ପୂଜା ସହିତ ଜଡିତ ଆମର ପବିତ୍ର ପରମ୍ପରା ସମସ୍ତଙ୍କ ଜୀବନକୁ ଆଲୋକିତ କରୁ ", ଶ୍ରୀ ମୋଦୀ କହିଛନ୍ତି।
ପ୍ରଧାନମନ୍ତ୍ରୀ 'ଏକ୍ସ "ରେ ପୋଷ୍ଟ କରିଛନ୍ତି:
"କାର୍ତ୍ତିକ ପୂର୍ଣ୍ଣିମା ଏବଂ ଦେବ ଦୀପାବଳିରେ ସାରା ଦେଶରେ ଥିବା ମୋର ପରିବାରର ସମସ୍ତ ସଦସ୍ୟଙ୍କୁ ଅନେକ ଅନେକ ଶୁଭକାମନା। ଭାରତୀୟ ସଂସ୍କୃତି ଏବଂ ଆଧ୍ୟାତ୍ମିକତା ସହିତ ଜଡିତ ଏହି ଦିବ୍ୟ ଅବସର ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସ୍ୱାସ୍ଥ୍ୟ ଏବଂ ସୌଭାଗ୍ୟ ଆଣିଦେଉ। ପବିତ୍ର ସ୍ନାନ, ଦାନ, ଆରତୀ ଏବଂ ପୂଜା ସହିତ ଜଡିତ ଆମର ଏହି ପବିତ୍ର ପରମ୍ପରା ସମସ୍ତଙ୍କ ଜୀବନକୁ ଆଲୋକିତ କରୁ।"
HS
(Release ID: 2186801)
Visitor Counter : 3
Read this release in:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam