ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଏସୀୟ ପାରା ଗେମ୍ସ ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ବ୍ରୋଞ୍ଜ ପଦକ ବିଜେତା ଲକ୍ଷିତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
प्रविष्टि तिथि:
27 OCT 2023 5:48PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୌ ଏସୀୟ ପାରା ଗେମ୍ସରେ ପୁରୁଷ ଜାଭେଲିନ୍ ଥ୍ରୋ ଏଫ୍୫୪ ଇଭେଣ୍ଟରେ କାଂସ୍ୟ ପଦକ ଜିତିଥିବାରୁ ଲକ୍ଷିତଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:
"ଏସୀୟ ପାରା ଗେମ୍ସ ୨୦୨୨ ରେ ପୁରୁଷ ଜାଭେଲିନ୍ ଥ୍ରୋ ଏଫ୍୫୪ ଇଭେଣ୍ଟରେ କାଂସ୍ୟ ପଦକ ଜିତିଥିବାରୁ ଲକ୍ଷିତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ।
ସେ ଗଭୀର ଉତ୍ସାହ ଏବଂ ଦୃଢ଼ ନିଷ୍ଠା ଦେଖାଇଛନ୍ତି। ତାଙ୍କ ପାଇଁ ଆମେ ଗର୍ବିତ।"
*****
MT
(रिलीज़ आईडी: 2187651)
आगंतुक पटल : 12
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam