ପୋଷ୍ଟ କରାଯିବା ଦିନାଙ୍କ:
27 OCT 2023 5:48PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୌ ଏସୀୟ ପାରା ଗେମ୍ସରେ ପୁରୁଷ ଜାଭେଲିନ୍ ଥ୍ରୋ ଏଫ୍୫୪ ଇଭେଣ୍ଟରେ କାଂସ୍ୟ ପଦକ ଜିତିଥିବାରୁ ଲକ୍ଷିତଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:
"ଏସୀୟ ପାରା ଗେମ୍ସ ୨୦୨୨ ରେ ପୁରୁଷ ଜାଭେଲିନ୍ ଥ୍ରୋ ଏଫ୍୫୪ ଇଭେଣ୍ଟରେ କାଂସ୍ୟ ପଦକ ଜିତିଥିବାରୁ ଲକ୍ଷିତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ।
ସେ ଗଭୀର ଉତ୍ସାହ ଏବଂ ଦୃଢ଼ ନିଷ୍ଠା ଦେଖାଇଛନ୍ତି। ତାଙ୍କ ପାଇଁ ଆମେ ଗର୍ବିତ।"
*****
MT