ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସୀୟ ପାରା ଗେମ୍ସ ଜାଭେଲିନ୍ ଥ୍ରୋରେ ରୌପ୍ୟ ପଦକ ବିଜେତା ପ୍ରଦୀପ କୁମାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ପୋଷ୍ଟ କରାଯିବା ଦିନାଙ୍କ: 27 OCT 2023 5:46PM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୌ ଏସୀୟ ପାରା ଗେମ୍ସରେ ପୁରୁଷ ଜାଭେଲିନ୍ ଥ୍ରୋ ଏଫ୍‌୫୪ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଦୀପ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

 

ସେ କୁମାରଙ୍କୁ ତାଙ୍କ ଭବିଷ୍ୟତ ପ୍ରୟାସ ପାଇଁ ଶୁଭକାମନା ଜଣାଇଛନ୍ତି।

 

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

 

"୨୦୨୨ ଏସୀୟ ପାରା ଗେମ୍ସ ପୁରୁଷ ଜାଭେଲିନ୍ ଥ୍ରୋ ଏଫ୍‌୫୪ ଇଭେଣ୍ଟରେ ଚମତ୍କାର ପ୍ରଦର୍ଶନ ତଥା ରୌପ୍ୟ ପଦକ ଜିତିଥିବାରୁ ପ୍ରଦୀପ କୁମାରଙ୍କୁ ଅଭିନନ୍ଦନ! ତାଙ୍କ ଭବିଷ୍ୟତ ପ୍ରୟାସ ପାଇଁ ଶୁଭକାମନା।"

*****

MT


(ରିଲିଜ ଆଡି: 2187653) ପରିଦର୍ଶକ କାଉଣ୍ଟର : 20