ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସୀୟ ପାରା ଗେମ୍ସ ୨୦୨୨ରେ ଭାଗ୍ୟଶ୍ରୀ ମାଧବରାଓ ଜାଧବ ମହିଳା ସଟ୍ ପୁଟ୍ – ଏଫ୍‌୩୪ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 26 OCT 2023 11:51AM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚୀନର ହାଙ୍ଗଜୌରେ ଅନୁଷ୍ଠିତ ଏସୀୟ ପାରା ଗେମ୍ସ ୨୦୨୨ରେ ମହିଳା ସଟ୍ ପୁଟ୍-ଏଫ୍‌୩୪ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ଭାଗ୍ୟଶ୍ରୀ ମାଧବରାଓ ଜାଧବଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

 

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

 

"ଏସୀୟ ପାରା ଗେମ୍ସରେ ମହିଳା ସଟ୍ ପୁଟ୍-ଏଫ୍‌୩୪ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ଭାଗ୍ୟଶ୍ରୀ ମାଧବରାଓ ଜାଧବଙ୍କୁ ଅଭିନନ୍ଦନ। ଆପଣଙ୍କ ଭବିଷ୍ୟତ ପ୍ରୟାସ ପାଇଁ ଶୁଭକାମନା।"

*****

MT


(रिलीज़ आईडी: 2187654) आगंतुक पटल : 12
इस विज्ञप्ति को इन भाषाओं में पढ़ें: Bengali , Kannada , English , Urdu , Marathi , हिन्दी , Manipuri , Assamese , Punjabi , Gujarati , Tamil , Telugu , Malayalam