ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଇନ୍ଦୋର ଦୁର୍ଘଟଣା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
30 MAR 2023 7:21PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇନ୍ଦୋର ଦୁର୍ଘଟଣା ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ୱିଟ୍ କରିଛି;
"ଆଜି ଇନ୍ଦୋରରେ ଘଟିଥିବା ଦୁର୍ଭାଗ୍ୟପୂର୍ଣ୍ଣ ଦୁର୍ଘଟଣାରେ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ପିଏମଏନଆରଏଫ ରୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ: PM @narendramodi
ଆଜି ଇନ୍ଦୋରରେ ଘଟିଥିବା ଦୁର୍ଭାଗ୍ୟପୂର୍ଣ୍ଣ ଦୁର୍ଘଟଣାରେ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ପିଏମଏନଆରଏଫ ରୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ: PM @narendramodi
— PMO India (@PMOIndia) ମାର୍ଚ୍ଚ ୩୦, ୨୦୨୩
***
SPD
(रिलीज़ आईडी: 2187742)
आगंतुक पटल : 14
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam