ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ପଶ୍ଚିମବଙ୍ଗ ରାଜ୍ୟପାଳ

ପୋଷ୍ଟ କରାଯିବା ଦିନାଙ୍କ: 29 AUG 2023 8:42PM by PIB Bhubaneshwar

ପଶ୍ଚିମବଙ୍ଗ ରାଜ୍ୟପାଳ ଡକ୍ଟର ସି. ଭି. ଆନନ୍ଦ ବୋଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ସାକ୍ଷାତ କରିଛନ୍ତି ।

ଏକ୍ସରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପୋଷ୍ଟ କରାଯାଇଛି,

‘ପଶ୍ଚିମବଙ୍ଗ ରାଜ୍ୟପାଳ ଡକ୍ଟର ସି. ଭି. ଆନନ୍ଦ ବୋଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପଶ୍ଚିମବଙ୍ଗ ରାଜ୍ୟପାଳ ଭେଟିଛନ୍ତି ।

-       ପିଏମଓ ଭାରତ 

PBD


(ରିଲିଜ ଆଡି: 2187757) ପରିଦର୍ଶକ କାଉଣ୍ଟର : 18