ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଝାଡ଼ଖଣ୍ଡର ରାଜ୍ୟପାଳ

ପୋଷ୍ଟ କରାଯିବା ଦିନାଙ୍କ: 10 NOV 2025 6:43PM by PIB Bhubaneshwar

ଝାଡ଼ଖଣ୍ଡର ରାଜ୍ୟପାଳ ଶ୍ରୀ ସନ୍ତୋଷ ଗଙ୍ଗୱାର ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀ 'ଏକ୍ସ’ ରେ ପୋଷ୍ଟ କରିଛନ୍ତି:

‘‘ଝାଡ଼ଖଣ୍ଡର ରାଜ୍ୟପାଳ ଶ୍ରୀ ସନ୍ତୋଷ ଗଙ୍ଗୱାର ପ୍ରଧାନମନ୍ତ୍ରୀ  ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଥିଲେ ’’

HS


(ରିଲିଜ ଆଡି: 2188636) ପରିଦର୍ଶକ କାଉଣ୍ଟର : 25