ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଦିଲ୍ଲୀ ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ, ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ସହ ପରିସ୍ଥିତିର ସମୀକ୍ଷା

ପୋଷ୍ଟ କରାଯିବା ଦିନାଙ୍କ: 10 NOV 2025 10:05PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଦିଲ୍ଲୀରେ ହୋଇଥିବା ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। "ଆଜି ସନ୍ଧ୍ୟାରେ ଦିଲ୍ଲୀରେ ହୋଇଥିବା ବିସ୍ଫୋରଣରେ ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସମବେଦନା ଜଣାଉଛିଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁପ୍ରଭାବିତ ଲୋକଙ୍କୁ କର୍ତ୍ତୃପକ୍ଷଙ୍କ ଦ୍ୱାରା ସହାୟତା କରାଯାଉଛିଗୃହମନ୍ତ୍ରୀ ଅମିତ ଶାହ ଜୀ ଏବଂ ଅନ୍ୟ ଅଧିକାରୀମାନଙ୍କ ସହିତ ପରିସ୍ଥିତିର ସମୀକ୍ଷା କରାଯାଇଛି ବୋଲି ଶ୍ରୀ ମୋଦୀ କହିଛନ୍ତି

ପ୍ରଧାନମନ୍ତ୍ରୀଏକ୍ସରେ ପୋଷ୍ଟ କରିଛନ୍ତି:

"ଆଜି ସନ୍ଧ୍ୟାରେ ଦିଲ୍ଲୀରେ ହୋଇଥିବା ବିସ୍ଫୋରଣରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ସେମାନଙ୍କୁ ସମବେଦନା ଜଣାଉଛିଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁପ୍ରଭାବିତ ଲୋକଙ୍କୁ କର୍ତ୍ତୃପକ୍ଷଙ୍କ ଦ୍ୱାରା ସହାୟତା କରାଯାଉଛିଗୃହମନ୍ତ୍ରୀ ଅମିତ ଶାହା ଜୀ ଏବଂ ଅନ୍ୟ ଅଧିକାରୀମାନଙ୍କ ସହ ପରିସ୍ଥିତିର ସମୀକ୍ଷା କରିଛି ।’’

HS


(ରିଲିଜ ଆଡି: 2188883) ପରିଦର୍ଶକ କାଉଣ୍ଟର : 30