ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 14 NOV 2025 7:51AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

‘ଏକ୍ସ’ରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି:

"ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି"

HS


(रिलीज़ आईडी: 2189893) आगंतुक पटल : 21
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam