ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ହରିୟାଣା ରାଜ୍ୟପାଳ

ପୋଷ୍ଟ କରାଯିବା ଦିନାଙ୍କ: 18 NOV 2025 10:50PM by PIB Bhubaneshwar

ହରିୟାଣାର ରାଜ୍ୟପାଳ ପ୍ରଫେସର ଅସୀମ କୁମାର ଘୋଷ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ହରିୟାଣାର ରାଜ୍ୟପାଳ ପ୍ରଫେସର ଅସୀମ କୁମାର ଘୋଷ ଆଜି ସକାଳେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”

 

SR


(ରିଲିଜ ଆଡି: 2191554) ପରିଦର୍ଶକ କାଉଣ୍ଟର : 28