ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 19 NOV 2025 7:53AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି;

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି

 

SR


(ରିଲିଜ ଆଡି: 2191595) ପରିଦର୍ଶକ କାଉଣ୍ଟର : 45