ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜନ୍ମଦିନରେ ଏଲ୍‌.କେ. ଆଡଭାନୀଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 08 NOV 2025 8:16PM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଲାଲକୃଷ୍ଣ ଆଡଭାନୀ ଜୀଙ୍କ ବାସଭବନକୁ ଯାଇ ତାଙ୍କ ଜନ୍ମଦିନ ଅବସରରେ ତାଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ ଶ୍ରୀ ମୋଦୀ କହିଥିଲେ ଯେ, ଶ୍ରୀ ଲାଲକୃଷ୍ଣ ଆଡଭାନୀ ଜୀଙ୍କ ଆମ ଦେଶ ପ୍ରତି ସେବା ଚିରସ୍ମରଣୀୟ ଏବଂ ଆମ ସମସ୍ତଙ୍କୁ ପ୍ରେରଣା ଯୋଗାଇଥାଏ

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

ଶ୍ରୀ ଲାଲକୃଷ୍ଣ ଆଡଭାନୀ ଜୀଙ୍କ ବାସଭବନକୁ ଯାଇ ତାଙ୍କ ଜନ୍ମଦିନ ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇଲି ଆମ ଦେଶ ପ୍ରତି ତାଙ୍କର ସେବା ଚିରସ୍ମରଣୀୟ ଏବଂ ଆମ ସମସ୍ତଙ୍କୁ ପ୍ରେରଣା ଯୋଗାଇଥାଏ

 

SR

 


(ରିଲିଜ ଆଡି: 2191978) ପରିଦର୍ଶକ କାଉଣ୍ଟର : 29