ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଭାରତର ମୁଖ୍ୟ ବିଚାରପତି ଭାବରେ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
24 NOV 2025 11:28AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ମୁଖ୍ୟ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ ।
ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି;
“ଭାରତର ମୁଖ୍ୟ ବିଚାରପତି ଭାବରେ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲି । ତାଙ୍କର ଆଗାମୀ କାର୍ଯ୍ୟକାଳ ପାଇଁ ତାଙ୍କୁ ଶୁଭେଚ୍ଛା ।”
SR
(ରିଲିଜ ଆଡି: 2193804)
ପରିଦର୍ଶକ କାଉଣ୍ଟର : 38
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam