ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଆନ୍ଥୋନି ଆଲବାନିଜ ଓ ଜୋଡି ହେଡେନଙ୍କ ବିବାହ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ପୋଷ୍ଟ କରାଯିବା ଦିନାଙ୍କ: 29 NOV 2025 9:05PM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କର ଘନିଷ୍ଠ ବନ୍ଧୁ ତଥା ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଆନ୍ଥୋନି ଆଲବାନିଜ ଓ ଜୋଡି ହେଡେନଙ୍କୁ ସେମାନଙ୍କ ବିବାହ ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।

ଏକ୍ସର ଏକ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି;

“ମୋର ଘନିଷ୍ଠ ବନ୍ଧୁ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜ ଓ ଜୋଡି ହେଡେନଙ୍କୁ ସେମାନଙ୍କ ବିବାହ ପାଇଁ ଶୁଭେଚ୍ଛା । ସେମାନଙ୍କୁ ସୁଖୀ ବୈବାହିକ ଜୀବନ ପାଇଁ ଶୁଭେଚ୍ଛା ଜଣାଉଛି ।@AlboMP ”

SR


(ରିଲିଜ ଆଡି: 2196645) ପରିଦର୍ଶକ କାଉଣ୍ଟର : 44