ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ତାମିଲନାଡୁ ଶିବଗଙ୍ଗାରେ ଦୁର୍ଘଟଣାରେ ପ୍ରାଣହାନୀ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ
ପିଏମଏନଆରଏଫରୁ ସହାୟତା ରାଶି ଘୋଷଣା
प्रविष्टि तिथि:
01 DEC 2025 10:23AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡୁର ଶିବଗଙ୍ଗା ଜିଲ୍ଲାରେ ଏକ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀ ପାଇଁ ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ।
ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି;
“ତାମିଲନାଡୁର ଶିବଗଙ୍ଗାରେ ଏକ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନି ଅତ୍ୟନ୍ତ ଦୁଃଖଦ । ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ସହିତ ମୋର ସମବେଦନା । ମୁଁ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି ।
ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ : PM @narendramodi"
"தமிழ்நாட்டின் சிவகங்கையில் நிகழ்ந்த விபத்தில் நேரிட்ட உயிரிழப்புகள் மிகுந்த வேதனை அளிக்கிறது. தங்கள் அன்பிற்குரியவர்களை இழந்தவர்களுடன் எனது எண்ணங்கள் யாவும் உள்ளன. காயமடைந்தவர்கள் விரைவில் குணமடைய பிரார்த்திக்கிறேன்.
விபத்தில் உயிரிழந்தவர்களின் குடும்பத்தினருக்கு பிரதமரின் தேசிய நிவாரண நிதியிலிருந்து தலா ரூ. 2 லட்சம் நிவாரணமாக வழங்கப்படும். காயமடைந்தவர்களுக்கு தலா ரூ. 50,000 வழங்கப்படும்: பிரதமர் @narendramodi"
SR
(रिलीज़ आईडी: 2197412)
आगंतुक पटल : 4
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Bengali-TR
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam