ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାରାଷ୍ଟ୍ରର ନାସିକରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ପୋଷ୍ଟ କରାଯିବା ଦିନାଙ୍କ: 07 DEC 2025 10:03PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ନାସିକରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ଶ୍ରୀ ମୋଦୀ ମଧ୍ୟ ଏହି ଦୁର୍ଘଟଣାରେ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ  କାର୍ଯ୍ୟାଳୟ ଏକ୍ସରେ ପୋଷ୍ଟ କରିଛି;

"ମହାରାଷ୍ଟ୍ରର ନାସିକରେ ଦୁର୍ଘଟଣାରେ ପ୍ରାଣହାନି ଯୋଗୁଁ ମୁଁ ଗଭୀର ଦୁଃଖିତ। ଯେଉଁମାନେ ସେମାନଙ୍କର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୁଁ ମୋର ସମବେଦନା ପ୍ରକାଶ କରୁଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । "

 

HS


(ରିଲିଜ ଆଡି: 2200705) ପରିଦର୍ଶକ କାଉଣ୍ଟର : 32