ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିହାରର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ

प्रविष्टि तिथि: 22 DEC 2025 3:33PM by PIB Bhubaneswar

 

ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ସମ୍ରାଟ ଚୌଧୁରୀ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାଜୀବ ରଞ୍ଜନ ସିଂହ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ସମ୍ରାଟ ଚୌଧୁରୀ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାଜୀବ ରଞ୍ଜନ ସିଂହ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।”

 

SR


(रिलीज़ आईडी: 2207765) आगंतुक पटल : 43
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Bengali-TR , Assamese , Punjabi , Gujarati , Tamil , Telugu , Kannada , Malayalam