ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସମସ୍ତଙ୍କୁ ଆନନ୍ଦମୟ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 25 DEC 2025 9:10AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶାନ୍ତି, କରୁଣା ଏବଂ ଆଶାରେ ପରିପୂର୍ଣ୍ଣ ଏକ ଆନନ୍ଦମୟ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଛନ୍ତି । "ଯୀଶୁ ଖ୍ରୀଷ୍ଟଙ୍କ ଶିକ୍ଷା ଆମ ସମାଜରେ ସୌହାର୍ଦ୍ଦ୍ୟକୁ ମଜବୁତ କରୁ", ଶ୍ରୀ ମୋଦୀ କହିଛନ୍ତି। 
ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି: 
"ସମସ୍ତଙ୍କୁ ଶାନ୍ତି, କରୁଣା ଏବଂ ଆଶାରେ ପରିପୂର୍ଣ୍ଣ ଏକ ଆନନ୍ଦଦାୟକ ଖ୍ରୀଷ୍ଟମାସ କାମନା କରୁଛି। ଯୀଶୁଖ୍ରୀଷ୍ଟଙ୍କ ଶିକ୍ଷା ଆମ ସମାଜରେ ସୌହାର୍ଦ୍ଦ୍ୟକୁ ସୁଦୃଢ଼ କରୁ ।’’
HS


(ରିଲିଜ ଆଡି: 2208637) ପରିଦର୍ଶକ କାଉଣ୍ଟର : 38