ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମୁମ୍ବାଇର ଭାଣ୍ଡୁପଠା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ପୋଷ୍ଟ କରାଯିବା ଦିନାଙ୍କ: 30 DEC 2025 10:13AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୁମ୍ବାଇର ଭାଣ୍ଡୁପଠାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି

ଏକ୍ସର ଏକ ପୋଷ୍ଟରେ ପିଏମଓ ଇଣ୍ଡିଆ କହିଛି:

"ମୁମ୍ବାଇର ଭାଣ୍ଡୁପରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଘଟଣାରେ ଦୁଃଖିତଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସମବେଦନା ଜଣାଉଛିଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । "

HS


(ରିଲିଜ ଆଡି: 2210710) ପରିଦର୍ଶକ କାଉଣ୍ଟର : 49