ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୋଙ୍ଗଲ ଏବଂ ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 15 JAN 2026 8:58AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୋଙ୍ଗଲ ଏବଂ ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏକ୍ସରେ ଅଲଗା ଅଲଗା ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି:

"ପୋଙ୍ଗଲ ଅବସରରେ ଶୁଭେଚ୍ଛା!"

HS


(ରିଲିଜ ଆଡି: 2214948) ପରିଦର୍ଶକ କାଉଣ୍ଟର : 47