ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମହାରାଷ୍ଟ୍ରର ବାରାମତୀରେ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
ପୋଷ୍ଟ କରାଯିବା ଦିନାଙ୍କ:
28 JAN 2026 11:22AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ବାରାମତୀ ଜିଲ୍ଲାରେ ଏକ ମର୍ମନ୍ତୁଦ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। "ଏହି ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ସମସ୍ତଙ୍କ ସହ ମୋର ଚିନ୍ତାଧାରା ରହିଛି। ଗଭୀର ଦୁଃଖର ଏହି ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାର ପାଇଁ ଶକ୍ତି ଏବଂ ସାହସ ଲାଗି ପ୍ରାର୍ଥନା କରୁଛି ", ଶ୍ରୀ ମୋଦୀ କହିଛନ୍ତି।
ପ୍ରଧାନମନ୍ତ୍ରୀ 'ଏକ୍ସ’ ରେ ପୋଷ୍ଟ କରିଛନ୍ତି:
"ମହାରାଷ୍ଟ୍ରର ବାରାମତୀରେ ଘଟିଥିବା ଦୁଃଖଦ ବିମାନ ଦୁର୍ଘଟଣାରେ ମୁଁ ମର୍ମାହତ। ଏହି ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ସମସ୍ତଙ୍କ ସହ ମୋର ଚିନ୍ତାଧାରା ରହିଛି। ଗଭୀର ଦୁଃଖର ଏହି ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାର ପାଇଁ ଶକ୍ତି ଏବଂ ସାହସ ଲାଗି ପ୍ରାର୍ଥନା କରୁଛି "
HS
(ରିଲିଜ ଆଡି: 2219577)
ପରିଦର୍ଶକ କାଉଣ୍ଟର : 34
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam