ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମେଘାଳୟ ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 29 JAN 2026 7:40PM by PIB Bhubaneshwar

 

ମେଘାଳୟର ମୁଖ୍ୟମନ୍ତ୍ରୀ ଶ୍ରୀ କନରାଡ ସାଙ୍ଗମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ମେଘାଳୟର ମୁଖ୍ୟମନ୍ତ୍ରୀ ଶ୍ରୀ କନରାଡ ସାଙ୍ଗମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”

 

SR


(ରିଲିଜ ଆଡି: 2220649) ପରିଦର୍ଶକ କାଉଣ୍ଟର : 28