ରାଷ୍ଟ୍ରପତିଙ୍କ ସଚିବାଳୟ
azadi ka amrit mahotsav

ଫେବୃଆରୀ ୨ ରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

ପୋଷ୍ଟ କରାଯିବା ଦିନାଙ୍କ: 01 FEB 2026 6:51PM by PIB Bhubaneswar

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁରୁ ୭ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେଫେବୃଆରୀତାରିଖ ସନ୍ଧ୍ୟାରେ ସେ ଭୁବନେଶ୍ୱରରେ ପହଞ୍ଚିବେ

ଫେବୃଆରୀତାରିଖରେ ରାଷ୍ଟ୍ରପତି ବାଲେଶ୍ୱରରେ ଫକିର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ନବନିର୍ମିତ ଅଡିଟୋରିୟମକୁ ଉଦଘାଟନ କରିବେ

ଫେବୃଆରୀତାରିଖରେ ରାଷ୍ଟ୍ରପତି ଭଞ୍ଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ଏବଂ ରାଇରଙ୍ଗପୁରର ମହୁଲଡିହା ସ୍ଥିତ ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ସହ ଭାବ ବିନିମୟ କରିବେସେ ସରକାରୀ ଆୟୁର୍ବେଦ ମେଡିକାଲ କଲେଜ ଏବଂ ଡାକ୍ତରଖାନା, ଓୟୁଏଟି କ୍ୟାମ୍ପସ, ତୀରନ୍ଦାଜୀ କେନ୍ଦ୍ର, ସହରୀ ସୌନ୍ଦର୍ଯ୍ୟକରଣ ଏବଂ ଡ୍ରେନେଜ ଅପଗ୍ରେଡେସନ ପ୍ରକଳ୍ପ, ବିଭିନ୍ନ ସିଏସଆର ପ୍ରକଳ୍ପ ଏବଂ ରାଇରଙ୍ଗପୁରରେ ଏମଏସସିବି ବିଶ୍ୱବିଦ୍ୟାଳୟ ସୂଚନା ପ୍ରଯୁକ୍ତିବିଦ୍ୟା କ୍ୟାମ୍ପସ ଭଳି ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ

ଫେବୃଆରୀତାରିଖରେ ରାଷ୍ଟ୍ରପତି ଶିମିଳିପାଳଠାରେ ଆଦିବାସୀ ସମ୍ପ୍ରଦାୟର ମହିଳା ଏବଂ ଯୁବକମାନଙ୍କ ସହ ଭାବବିନିମୟ କରିବେସେ ଭୁବନେଶ୍ୱରରେ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ସହଯୋଗରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆୟୋଜିତ 'ବ୍ଲାକ୍ ସ୍ୱାନ୍ ସମ୍ମିଟ୍, ଇଣ୍ଡିଆ' ରେ ମଧ୍ୟ ଯୋଗଦେବେ

ଫେବୃଆରୀତାରିଖରେ ରାଷ୍ଟ୍ରପତି ଛତିଶଗଡ଼ର ଜଗଦଲପୁରରେ 'ବସ୍ତର ପାଣ୍ଡୁମ ୨୦୨୬' ମହୋତ୍ସବର ଉଦଘାଟନ କରିବେ

HS/Swadhin/Manoj


(ରିଲିଜ ଆଡି: 2221896) ପରିଦର୍ଶକ କାଉଣ୍ଟର : 57
ଏହି ରିଲିଜ ପଢନ୍ତୁ : English , Urdu , हिन्दी , Bengali , Tamil , Malayalam