ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 11 FEB 2026 10:19AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତିଶ୍ରୀ ମୋଦୀ କହିଥିଲେ ଯେ ମୂଲ୍ୟବୋଧ ଉପରେ ଆଧାରିତ ତାଙ୍କର ନୀତି ଏବଂ ବିଚାର ଦେଶର ପ୍ରତ୍ୟେକ ପିଢ଼ି ପାଇଁ ପଥପ୍ରଦର୍ଶକ ହୋଇ ରହିବ

ପ୍ରଧାନମନ୍ତ୍ରୀ 'ଏକ୍ସରେ ପୋଷ୍ଟ କରିଛନ୍ତି:

"ମାତୃଭୂମିର ଜଣେ ପ୍ରଖର ଉପାସକ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳିମୂଲ୍ୟବୋଧ ଉପରେ ଆଧାରିତ ତାଙ୍କର ନୀତି ଏବଂ ବିଚାର ଦେଶର ପ୍ରତ୍ୟେକ ପିଢ଼ିକୁ ମାର୍ଗଦର୍ଶନ ଜାରି ରଖିବ ।

HS


(ରିଲିଜ ଆଡି: 2227361) ପରିଦର୍ଶକ କାଉଣ୍ଟର : 5