ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାଜସ୍ଥାନର ଭିୱାଡ଼ିରେ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
16 FEB 2026 12:57PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ଭିୱାଡ଼ିରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି।
ଏକ୍ସରେ ଏକ ପୋଷ୍ଟରେ ପିଏମଓ ଇଣ୍ଡିଆ ହ୍ୟାଣ୍ଡେଲ କହିଛି:
"ରାଜସ୍ଥାନର ଭିୱାଡ଼ିରେ ଘଟିଥିବା ଅଗ୍ନିକାଣ୍ଡ ଗଭୀର ଦୁଃଖଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ "
HS
(ରିଲିଜ ଆଡି: 2229237)
ପରିଦର୍ଶକ କାଉଣ୍ଟର : 3
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Bengali-TR
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam