ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ

प्रविष्टि तिथि: 15 JAN 2026 7:28PM by PIB Bhubaneswar

ନୂଆଦିଲ୍ଲୀରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ ଭେଟିଛନ୍ତି

ଏକ୍ସରେ ପିଏମଓ ଭାରତ ହ୍ୟାଣ୍ଡେଲ ପୋଷ୍ଟ କରିଛି ଯେ,

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।’

@CMMadhyaPradesh’

PBD


(रिलीज़ आईडी: 2231523) आगंतुक पटल : 50
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam