ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଇସ୍ରାଏଲର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ପୋଷ୍ଟ କରାଯିବା ଦିନାଙ୍କ: 02 MAR 2026 7:20AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସହ ଟେଲିଫୋନ୍ ଯୋଗେ ବାର୍ତ୍ତାଳାପ କରି ବର୍ତ୍ତମାନର ଆଞ୍ଚଳିକ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି

ଏହି ବାର୍ତ୍ତାଳାପ ସମୟରେ ପ୍ରଧାନମନ୍ତ୍ରୀ ସାମ୍ପ୍ରତିକ ଘଟଣାବଳୀ ସମ୍ବନ୍ଧରେ ଭାରତର ଚିନ୍ତା ବ୍ୟକ୍ତ କରିଥିଲେ ଏବଂ ନାଗରିକମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ

ଶତ୍ରୁତା ଶୀଘ୍ର ବନ୍ଦ କରିବାର ଆବଶ୍ୟକତା ଉପରେ ପ୍ରଧାନମନ୍ତ୍ରୀ ମୋଦୀ ଭାରତର ଆଭିମୁଖ୍ୟକୁ ଦୋହରାଇଥିଲେ

HS


(ରିଲିଜ ଆଡି: 2234840) ପରିଦର୍ଶକ କାଉଣ୍ଟର : 26