ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମୁଖ୍ୟ ସଚିବମାନଙ୍କ ସହିତ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 27 DEC 2025 10:30PM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଅନୁଷ୍ଠିତ ମୁଖ୍ୟ ସଚିବମାନଙ୍କ ଜାତୀୟ ସମ୍ମିଳନୀରେ ଯୋଗ ଦେଇଛନ୍ତି। "ଦିଲ୍ଲୀରେ ଅନୁଷ୍ଠିତ ମୁଖ୍ୟ ସଚିବମାନଙ୍କ ଜାତୀୟ ସମ୍ମିଳନୀ ସମୟରେ ଶାସନ ଏବଂ ସଂସ୍କାର ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗରେ ଗଭୀର ଆଲୋଚନା ହୋଇଛି" ବୋଲି ଶ୍ରୀ ମୋଦୀ କହିଛନ୍ତି।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି:

 

"ଦିଲ୍ଲୀରେ ଅନୁଷ୍ଠିତ ମୁଖ୍ୟ ସଚିବମାନଙ୍କ ଜାତୀୟ ସମ୍ମିଳନୀ ସମୟରେ ଶାସନ ଏବଂ ସଂସ୍କାର ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗରେ ଗଭୀର ଆଲୋଚନା ହୋଇଛି।"

 

*****

MT

 


(ରିଲିଜ ଆଡି: 2237124) ପରିଦର୍ଶକ କାଉଣ୍ଟର : 36