ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗୁଜରାଟର ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 19 DEC 2025 10:41PM by PIB Bhubaneswar

ଗୁଜୁରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ X ରେ ପୋଷ୍ଟ କରିଛି;

“ଗୁଜୁରାଟର ମୁଖ୍ୟମନ୍ତ୍ରୀ ଶ୍ରୀ @Bhupendrapbjp ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି।

 

@CMOGuj”

****

SPD


(ରିଲିଜ ଆଡି: 2238080) ପରିଦର୍ଶକ କାଉଣ୍ଟର : 41