ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ରାଜ୍ୟପାଳ

प्रविष्टि तिथि: 16 MAR 2026 12:46PM by PIB Bhubaneswar

ଓଡିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

 

‘‘ଓଡିଶାର ରାଜ୍ୟପାଳ @DrHariBabuK ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି।’’

 

@GovernorOdisha

 

***

PS /Swadhin


(रिलीज़ आईडी: 2240814) आगंतुक पटल : 49
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Assamese , Manipuri , Bengali , Bengali-TR , Punjabi , Gujarati , Tamil , Telugu , Kannada , Malayalam