ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 25 MAR 2026 12:52PM by PIB Bhubaneswar

ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ କରିଛନ୍ତି ।

@RajCMO”

 

 

SR


(ରିଲିଜ ଆଡି: 2245097) ପରିଦର୍ଶକ କାଉଣ୍ଟର : 3