ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 30 MAR 2026 9:50AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ମାତାର ବୀର ପୁତ୍ର ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତିଶ୍ରୀ ମୋଦୀ କହିଥିଲେ ଯେ ତାଙ୍କ ବୈପ୍ଳବିକ ଚିନ୍ତାଧାରା ଦ୍ୱାରା ସେ ସ୍ୱାଧୀନତା ଆନ୍ଦୋଳନରେ ଏକ ନୂତନ ଚେତନା ଜାଗ୍ରତ କରିଥିଲେତାଙ୍କ ଜୀବନ ଏବଂ ଆଦର୍ଶ ଦେଶର ପ୍ରତ୍ୟେକ ପିଢ଼ିକୁ ଜାତୀୟ ସେବା ଦିଗରେ ପ୍ରେରଣା ଯୋଗାଇବ ବୋଲି ଶ୍ରୀ ମୋଦୀ କହିଛନ୍ତି। 

ପ୍ରଧାନମନ୍ତ୍ରୀ 'ଏକ୍ସରେ ପୋଷ୍ଟ କରିଛନ୍ତି:

"ଭାରତ ମାତାର ବୀର ପୁତ୍ର ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳିସେ ନିଜର ବୈପ୍ଳବିକ ଚିନ୍ତାଧାରା ଦ୍ୱାରା ସ୍ୱାଧୀନତା ଆନ୍ଦୋଳନରେ ଏକ ନୂତନ ଚେତନା ଜାଗ୍ରତ କରିଥିଲେତାଙ୍କର ଜୀବନ ଏବଂ ଆଦର୍ଶ ଦେଶର ପ୍ରତ୍ୟେକ ପିଢ଼ିକୁ ରାଷ୍ଟ୍ରର ସେବା କରିବା ପାଇଁ ପ୍ରେରଣା ଯୋଗାଇବ ।’’

HS


(रिलीज़ आईडी: 2247513) आगंतुक पटल : 28
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Bengali-TR , Assamese , Punjabi , Gujarati , Tamil , Telugu , Kannada , Malayalam