ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡର ରାଜ୍ୟପାଳ

ପୋଷ୍ଟ କରାଯିବା ଦିନାଙ୍କ: 08 APR 2026 6:41PM by PIB Bhubaneswar

ଉତ୍ତରାଖଣ୍ଡର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ଗୁରମିତ୍ ସିଂହ (ଅବସରପ୍ରାପ୍ତ) ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି;

“ଉତ୍ତରାଖଣ୍ଡର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ଗୁରମିତ୍ ସିଂହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।”

 

SR


(ରିଲିଜ ଆଡି: 2250650) ପରିଦର୍ଶକ କାଉଣ୍ଟର : 4