ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପଞ୍ଜାବ ଫତେହଗଡ଼ ସାହିବ ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
ପୋଷ୍ଟ କରାଯିବା ଦିନାଙ୍କ:
15 APR 2026 11:15AM by PIB Bhubaneswar
ପଞ୍ଜାବର ଫତେହଗଡ଼ ସାହିବ ଜିଲ୍ଲାରେ ଘଟିଥିବା ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣା ବିଷୟରେ ଶୁଣି ସେ ଅତ୍ୟନ୍ତ ଦୁଃଖିତ। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସେ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ କହିଛି;
"ପଞ୍ଜାବର ଫତେହଗଡ଼ ସାହିବ ଜିଲ୍ଲାରେ ଘଟିଥିବା ଦୁର୍ଘଟଣା ବିଷୟରେ ଶୁଣି ମୁଁ ଦୁଃଖିତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ "
HS
(ରିଲିଜ ଆଡି: 2252458)
ପରିଦର୍ଶକ କାଉଣ୍ଟର : 4
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Bengali-TR
,
Assamese
,
Punjabi
,
Gujarati
,
Telugu
,
Kannada
,
Malayalam