ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକ୍ରିଷ୍ଣନଙ୍କୁ ସାକ୍ଷାତ କରିଛନ୍ତି ପ୍ରଧାନମନ୍ତ୍ରୀ


ପୁଥାଣ୍ଡୁର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 14 APR 2026 10:35AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ଉପରାଷ୍ଟ୍ରପତି ଥିରୁ ସି. ପି. ରାଧାକ୍ରିଷ୍ଣନଙ୍କୁ ଭେଟିଛନ୍ତି ଏବଂ ପୁଥାଣ୍ଡୁର ସ୍ୱତନ୍ତ୍ର ଅବସରରେ ଶୁଭେଚ୍ଛା ଜଣାଇଛନ୍ତି

ଉତ୍ତମ ସ୍ୱାସ୍ଥ୍ୟ ଏବଂ ଖୁସିରେ ପରିପୂର୍ଣ୍ଣ ଆଗାମୀ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ ପ୍ରାର୍ଥନା କରିଥିଲେ

ପ୍ରଧାନମନ୍ତ୍ରୀ ଏକ୍ସ ରେ ଲେଖିଛନ୍ତି;

"ଉପରାଷ୍ଟ୍ରପତି ଥିରୁ ସି. ପି. ରାଧାକ୍ରିଷ୍ଣନ ଜୀଙ୍କୁ ଭେଟି ପୁଥାଣ୍ଡୁର ସ୍ୱତନ୍ତ୍ର ଅବସରରେ ଶୁଭେଚ୍ଛା ଜଣାଇଲି। ଉତ୍ତମ ସ୍ୱାସ୍ଥ୍ୟ ଏବଂ ଖୁସିରେ ପରିପୂର୍ଣ୍ଣ ଆଗାମୀ ଏକ ଚମତ୍କାର ବର୍ଷ ପାଇଁ ପ୍ରାର୍ଥନା କରୁଛି। ’’

HS


(ରିଲିଜ ଆଡି: 2252463) ପରିଦର୍ଶକ କାଉଣ୍ଟର : 12