ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରୋଙ୍ଗଲି ବିହୁ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 15 APR 2026 7:54AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୋଙ୍ଗଲି ବିହୁ ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ୍ସ ରେ ଏକ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ କହିଛନ୍ତି,

"ଆପଣ ସମସ୍ତଙ୍କୁ ରୋଙ୍ଗଲି ବିହୁର ଶୁଭେଚ୍ଛା!"

HS


(रिलीज़ आईडी: 2252472) आगंतुक पटल : 33
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Bengali-TR , Manipuri , Assamese , Punjabi , Gujarati , Telugu , Kannada , Malayalam