ପୋଷ୍ଟ କରାଯିବା ଦିନାଙ୍କ:
14 APR 2026 11:33AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ସଂସଦ ପରିସରରେ ଡ. ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସ ରେ ଲେଖିଛନ୍ତି;
‘‘ ଆଜି ସକାଳେ ସଂସଦ ପରିସରରେ ଡ. ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି ।’’
HS