ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆଶା ଭୋସଲେ ଜୀ ଡାକ୍ତରଖାନାରେ ଭର୍ତ୍ତି ହେବା ନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶୀଘ୍ର ଆରୋଗ୍ୟ ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥନା
ପୋଷ୍ଟ କରାଯିବା ଦିନାଙ୍କ:
12 APR 2026 10:56AM by PIB Bhubaneswar
ଆଶା ଭୋସଲେଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଖବର ଶୁଣି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗଭୀର ଉଦବେଗ ପ୍ରକାଶ କରିଛନ୍ତି।
ପ୍ରଧାନମନ୍ତ୍ରୀ କହିଥିଲେ ଯେ ସେ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛନ୍ତି।
ପ୍ରଧାନମନ୍ତ୍ରୀ 'ଏକ୍ସ ’ ଉପରେ ଲେଖିଛନ୍ତି:
"ଆଶା ଭୋସଲେ ଜୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ବୋଲି ଶୁଣି ଗଭୀର ଚିନ୍ତିତ। ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।’’
HS
(ରିଲିଜ ଆଡି: 2252478)
ପରିଦର୍ଶକ କାଉଣ୍ଟର : 10
ଏହି ରିଲିଜ ପଢନ୍ତୁ :
Punjabi
,
English
,
Urdu
,
Marathi
,
हिन्दी
,
Manipuri
,
Assamese
,
Bengali
,
Bengali-TR
,
Gujarati
,
Telugu
,
Kannada
,
Malayalam