ପୋଷ୍ଟ କରାଯିବା ଦିନାଙ୍କ:
10 APR 2026 1:40PM by PIB Bhubaneswar
ତେଲେଙ୍ଗାନା ରାଜ୍ୟପାଳ ଶ୍ରୀ ଶିବ ପ୍ରତାପ ଶୁକ୍ଳା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ଲେଖିଛନ୍ତି:
ତେଲେଙ୍ଗାନାର ରାଜ୍ୟପାଳ ଶ୍ରୀ ଶିବ ପ୍ରତାପ ଶୁକ୍ଳା ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ।
HS