ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମଥୁରା ଡଙ୍ଗା ଦୁର୍ଘଟଣାର ଶିକାର ହୋଇଥିବା ଲୋକମାନଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 10 APR 2026 11:00PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଥୁରା ଡଙ୍ଗା ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଥିବାବେଳେ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ 'ଏକ୍ସ' ରେ ସେୟାର କରିଛି:

ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ଯେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ ।

HS


(रिलीज़ आईडी: 2252490) आगंतुक पटल : 23
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam