ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପୋଇଲା ବୈଶାଖ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
15 APR 2026 7:56AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 'ପୋଇଲା ବୈଶାଖ' ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।
ଏକ୍ସ ରେ ଏକ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ କହିଛନ୍ତି;
"ଶୁଭ ନୋବୋବୋର୍ଷୋ! ପୋଇଲା ବୈଶାଖର ଶୁଭେଚ୍ଛା "
HS
(रिलीज़ आईडी: 2252496)
आगंतुक पटल : 28
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Assamese
,
Bengali
,
Bengali-TR
,
Manipuri
,
Punjabi
,
Gujarati
,
Telugu
,
Kannada
,
Malayalam