ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଦୁର୍ଘଟଣା ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ



ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 16 APR 2026 9:50AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ର ପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି

ପ୍ରଧାନମନ୍ତ୍ରୀ ନିଜର ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କ ପ୍ରତି ସମବେଦନା ଜଣାଇବା ସହିତ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି

ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ଯେ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ୍‍)ରୁ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ପୋଷ୍ଟ କରିଛି;

"ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ ଯେଉଁମାନେ ସେମାନଙ୍କର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୁଁ ମୋର ସମବେଦନା ଜଣାଉଛି ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି"

ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ସହାୟତା ପାଣ୍ଠିରୁ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

 

HS


(रिलीज़ आईडी: 2254728) आगंतुक पटल : 19
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Bengali-TR , Assamese , Manipuri , Punjabi , Gujarati , Telugu , Kannada , Malayalam