ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 19 APR 2026 6:46PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ତାମିଲନାଡ଼ୁର ବିରୁଧୁନଗର ଜିଲ୍ଲାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସେ ସମବେଦନା ଜଣାଇବା ସହ ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ଉପରେ ଲେଖିଛି;

"ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ସମବେଦନା ଜଣାଉଛି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ "

HS


(ରିଲିଜ ଆଡି: 2254746) ପରିଦର୍ଶକ କାଉଣ୍ଟର : 9