ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କୋଏମ୍ବାଟୁରରେ ଦୁର୍ଘଟଣା ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ପୋଷ୍ଟ କରାଯିବା ଦିନାଙ୍କ: 17 APR 2026 9:22PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡୁର କୋଏମ୍ବାଟୁରରେ ଘଟିଥିବା ଦୁର୍ଘଟଣା ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ଶ୍ରୀ ମୋଦୀ କହିଛନ୍ତି ଯେ ଏହି ଘଟଣା ବିଷୟରେ ଶୁଣି ସେ ଦୁଃଖିତ ଏବଂ ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ପ୍ରକାଶ କରିଛନ୍ତି। ସେ ଦୁର୍ଘଟଣାରେ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମଧ୍ୟ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି ; "ତାମିଲନାଡୁର କୋଏମ୍ବାଟୁରରେ ଘଟିଥିବା ଦୁର୍ଘଟଣା ବିଷୟରେ ଶୁଣି ମୁଁ ମର୍ମାହତ। ଦୁର୍ଘଟଣାରେ ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୁଁ ମୋର ଗଭୀର ସମବେଦନା ଜଣାଉଛି। ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।


****

SSP


(ରିଲିଜ ଆଡି: 2255058) ପରିଦର୍ଶକ କାଉଣ୍ଟର : 8