ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ

प्रविष्टि तिथि: 21 APR 2026 8:22PM by PIB Bhubaneswar

 

ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀ ସମ୍ରାଟ ଚୌଧୁରୀ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

 

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

 

"ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀ @samrat4bjp ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି।"

 

*****

MT

 

 


(रिलीज़ आईडी: 2255077) आगंतुक पटल : 28
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Manipuri , Assamese , Punjabi , Gujarati , Telugu , Kannada , Malayalam